କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:4

4ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା।

Share this Verse:

FREE!

One App.
1259 Languages.

Learn More