କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8

8ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା।

Share this Verse:

FREE!

One App.
1259 Languages.

Learn More