ମାଥିଉ ଲିଖିତ ସୁସମାଗ୍ଭର 1:18

18ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି।

Share this Verse:

FREE!

One App.
1259 Languages.

Learn More